ଇଣ୍ଡିଆନ୍ ଚାମ୍ବର ଅଫ୍ କମର୍ସ ଦ୍ୱାରା ଆୟୋଜିତ ଇନ୍ୱେକ୍ ଓମେନ୍ ବିଜନେସ୍ ମେଳାର ଉଦ୍ଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ

0
167
- ICC National Women 's Entrepreneurship Council

By Our Correspondent

BHUBANESWAR:    ଇଣ୍ଡିଆନ୍ ଚାମ୍ବର ଅଫ୍ କମର୍ସ ଦ୍ୱାରା ଆୟୋଜିତ ଇନ୍‌ୱେକ୍‌ ଓମେନ୍‌ ବିଜନେସ୍‌ ମେଳାର (INWEC – ICC National Women ‘s Entrepreneurship Council ) ୧୦୦ ବର୍ଷ ପୂର୍ତ୍ତି ସମାରୋହର ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗ ଦେଇଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ।

ଏହି ମେଳାକୁ, ‘ନାରୀ ଶକ୍ତିର ମହୋତ୍ସବ’ ବୋଲି କହିବା ସହିତ ଓଡ଼ିଶାର ପ୍ରତିଟି ମହିଳା ନିଜ ଲାଗି ସ୍ୱପ୍ନ ଦେଖି ତାକୁ ସାକାର କରିବା ପାଇଁ ଦୃଢ଼ ଇଚ୍ଛାଶକ୍ତି ରଖିବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

 

LEAVE A REPLY

Please enter your comment!
Please enter your name here