ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପାଇଁ ୯୦୨ ପଦବୀ ସୃଷ୍ଟି ହୋଇଛି

0
316

By Our Correspondent

 BHUBANESWAR:  ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପାଇଁ ୯୦୨ ପଦବୀ ସୃଷ୍ଟି ହୋଇଛି। ଏହି ସବୁ ପଦବୀ ରାଜ୍ୟର ୧୦୬ଟି ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପାଇଁ ଉଦ୍ଦିଷ୍ଟ।

୬୪୨ଟି ପୋଷ୍ଟ୍ ଗ୍ରାଜୁଏଟ୍ ଟିଚର (ପିଜିଟି) ପଦବୀ, ୨୪ ଲାବୋରେଟୋରୀ ଆସିଷ୍ଟାଣ୍ଟ୍ ପଦବୀ, ୨୪ ଲାବୋରେଟୋରୀ ଆଟେଣ୍ଡାଣ୍ଟ୍ ପଦବୀ, ୧୦୬ଟି ଆସିଷ୍ଟାଣ୍ଟ ଲାଇବ୍ରେରିଆନ୍ ପଦବୀ, ୧୦୬ଟି ଜୁନିଅର୍ କ୍ଲର୍କ୍ ପଦବୀ.

LEAVE A REPLY

Please enter your comment!
Please enter your name here