ଏପ୍ରିଲ ୨୨ରୁ ୨୪ ତାରିଖ ପର୍ଯ୍ୟନ୍ତ ତିନିଦିନ ସକାଳ ୬.୩୦ରୁ ୧୦.୩୦ ପର୍ଯ୍ୟନ୍ତ ବିଦ୍ୟାଳୟ ଖୋଲା, ଏପ୍ରିଲ ୨୫ ତାରିଖ ଠାରୁ ଗ୍ରୀଷ୍ମ ଛୁଟି

0
540

By Our Correspondent

BHUBANESWAR:   ସମ୍ଭାବ୍ଯ ଗ୍ରୀଷ୍ମ ପ୍ରବାହ ଓ ପାଣିପାଗ ବିଭାଗର ସୂଚନାକୁ ଦୃଷ୍ଟିରେ ରଖି ଚଳିତ ଏପ୍ରିଲ ୨୨ରୁ ୨୪ ତାରିଖ ପର୍ଯ୍ୟନ୍ତ ତିନିଦିନ ସକାଳ ୬.୩୦ରୁ ୧୦.୩୦ ପର୍ଯ୍ୟନ୍ତ ବିଦ୍ୟାଳୟ ଖୋଲା ରହିବ।

ସେହିପରି ଏପ୍ରିଲ ୨୫ ତାରିଖ ଠାରୁ ରାଜ୍ୟ ସରକାର ଗ୍ରୀଷ୍ମ ଛୁଟି ଘୋଷଣା କରିଛନ୍ତି।

 

LEAVE A REPLY

Please enter your comment!
Please enter your name here