ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନୂତନ କମିଶନର ତଥା ଶାସନ ସଚିବ ଭାବେ  ସୁଜାତା ରାଉତ କାର୍ତ୍ତିକେୟନ୍ ଦାୟିତ୍ୱ ଗ୍ରହଣ କରିଛନ୍ତି

0
369
ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନୂତନ କମିଶନର ତଥା ଶାସନ ସଚିବ ଭାବେ ଆଜି ଶ୍ରୀମତୀ ସୁଜାତା ରାଉତ କାର୍ତ୍ତିକେୟନ୍ ଦାୟିତ୍ୱ ଗ୍ରହଣ କରିଛନ୍ତି।

By Our Correspondent 

BHUBANESWAR:  ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନୂତନ କମିଶନର ତଥା ଶାସନ ସଚିବ ଭାବେ ଆଜି ଶ୍ରୀମତୀ ସୁଜାତା ରାଉତ କାର୍ତ୍ତିକେୟନ୍ ଦାୟିତ୍ୱ ଗ୍ରହଣ କରିଛନ୍ତି।

ଏହି ଅବସରରେ ବିଭାଗର ବରିଷ୍ଠ ଅଧିକାରୀମାନେ ତାଙ୍କୁ ସ୍ୱାଗତ କରିଥିଲେ । ବିଭାଗର ଉନ୍ନତି ପାଇଁ ସେ ଅଧିକାରୀମାନଙ୍କ ସହଯୋଗ କାମନା କରିଛନ୍ତି ।

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ର ବିକାଶ ଦିଗରେ ଏକ ନୂଆ ଇତିହାସ ସୃଷ୍ଟି କରିବେ.

LEAVE A REPLY

Please enter your comment!
Please enter your name here