କେନ୍ଦୁଝର ଓ ସୋନପୁରରେ ହେବ ଇ.ଏସ.ଆଇ ହସ୍ପିଟାଲ ,ମୁଖ୍ୟମନ୍ତ୍ରୀ ଦେଲେ ଅନୁମୋଦନ

0
102
Odisha Chief Minister Mohan Majhi -file

By Our Correspondent

BHUBANESWAR:  ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଦୁଇଟି ନୂଆ ଇ.ଏସ.ଆଇ ହସ୍ପିଟାଲ ସ୍ଥାପନ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।

କେନ୍ଦୁଝର ଓ ସୋନପୂର ସହରରେ ଏହି ଦୁଇଟି ହସ୍ପିଟାଲ ପ୍ରତିଷ୍ଠା ହେବ।

ଏହାଦ୍ବାରା ସ୍ଥାନୀୟ ଅଞ୍ଚଳର ଶ୍ରମିକ ଶ୍ରେଣୀର ଲୋକ ଓ ସେମାନଙ୍କ ପରିବାର ଉତ୍ତମ ସ୍ବାସ୍ଥ୍ୟ ସେବା ପାଇ ପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

 

LEAVE A REPLY

Please enter your comment!
Please enter your name here