କେନ୍ଦୁଝର ଜିଲ୍ଲା ହାଟଡିହି ବ୍ଲକରେ ତିନିଜଣ ନାବାଳିକା ପୋଖରୀରେ ବୁଡି ମୃତ୍ୟୁ ହୋଇଥିବା ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖପ୍ରକାଶ କରିବା ସହ ମୃତକଙ୍କ ପିଛା ରାଜ୍ୟ ବିପର୍ଯ୍ୟୟ ସହାୟତା ପାଣ୍ଠିରୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରିବାକୁ ନିର୍ଦ୍ଦେଶ

0
443

By Our Correspondent

BHUBANESWAR:  କେନ୍ଦୁଝର ଜିଲ୍ଲା ହାଟଡିହି ବ୍ଲକରେ ତିନିଜଣ ନାବାଳିକା ପୋଖରୀରେ ବୁଡି ମୃତ୍ୟୁ ହୋଇଥିବା ଜାଣି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜ୍ଞାପନ କରିଛନ୍ତି।

ମୃତକଙ୍କ ପିଛା ରାଜ୍ୟ ବିପର୍ଯ୍ୟୟ ସହାୟତା ପାଣ୍ଠିରୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

 

LEAVE A REPLY

Please enter your comment!
Please enter your name here