
By Our Correspondent
BHUBANESWAR: ରାଜ୍ୟରେ ମୌସୁମୀ ସକ୍ରିୟ ରହିଥିବା ବେଳେ ଗତ ୨୪ଘଣ୍ଟା ରେ ରାଜ୍ୟରେ ୧୭.୪ ମିମି ବର୍ଷାରେକର୍ଡ କରାଯାଇଛି ଯାହା ସ୍ୱାଭାବିକ ବର୍ଷା ୯.୪ମିମି ତୁଳନାରେ ୮୫% ଅଧିକ ରେକର୍ଡ ହୋଇଛି |
ସେହିପରି ବରଗଡ ଜିଲ୍ଲାରେ ସର୍ବାଧିକ ବର୍ଷା ୬୭.୭ ମିମି ବର୍ଷା ରେକର୍ଡ କରାଯାଇଛି ଯାହା ସ୍ୱାଭାବିକ ବର୍ଷା ୯.୪ ମିମି ତୁଳନାରେ ୬୨୦% ଅଧିକ ରହିଛି.
ଶକ୍ତିଶାଳୀ ମୌସୁମୀ ପ୍ରବାହ ତଥା ଲଘୁଚାପ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ଯାଏଁ ଓଡିଶା ଉପକୂଳ ପାର୍ଶ୍ଵବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତତସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ପବନ ଘଣ୍ଟା ପ୍ରତି ବେଗ ୪୦ ରୁ ୫୦ କିମି ସମ୍ଭାବନା ହେତୁ ମତ୍ସ୍ୟଜୀବୀଙ୍କୁ ଓଡିଶା ଉପକୂଳ ଏବଂ ତାର ଆଖ ପାଖ ଅଂଚଳକୁ ଯିବାକୁ ସମ୍ପୂର୍ଣ ବାରଣ.








![Ministry of Rural Development has notified the Schedule of Permissible Works under the Viksit Bharat – Guarantee for Rozgar and Ajeevika Mission (Gramin) [VB–G RAM G] Act, 2025, providing for 375 permissible works under the new rural works framework](https://indianewsdiary.com/wp-content/uploads/2026/10/Viksit-Bharat-–-Guarantee-for-Rozgar-and-Ajeevika-Mission-Gramin-VB–G-RAM-G-Act-218x150.png)


















