
By Our Correspondent
BHUBANESWAR: ପବିତ୍ର ଗାନ୍ଧୀ ଜୟନ୍ତୀ ଅବସରରେ ବିଧାନସଭା ପ୍ରାଙ୍ଗଣ ସ୍ଥିତ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟର୍ପଣ କରାଯିବା ସହିତ ଏକ ପ୍ରାର୍ଥନା ସଭା ଆୟୋଜନ କରାଯାଇଥିଲା ।
କାର୍ଯ୍ୟକ୍ରମରେ ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମହୋଦୟ , ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ମହୋଦୟଙ୍କ ସମେତ ବହୁ ମାନ୍ୟଗଣ୍ୟ ଅତିଥିଗଣ ଯୋଗଦାନ କରିଥିଲେ ।








![Ministry of Rural Development has notified the Schedule of Permissible Works under the Viksit Bharat – Guarantee for Rozgar and Ajeevika Mission (Gramin) [VB–G RAM G] Act, 2025, providing for 375 permissible works under the new rural works framework](https://indianewsdiary.com/wp-content/uploads/2026/10/Viksit-Bharat-–-Guarantee-for-Rozgar-and-Ajeevika-Mission-Gramin-VB–G-RAM-G-Act-218x150.png)


















