
By Our Correspondent
BHUBANESWAR: ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ଓଡିଶାର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ପବିତ୍ରମୋହନଙ୍କ ନାମରେ ନାମିତ ତାଳଚେର ସ୍ଥିତ “ପବିତ୍ର ମୋହନ ପ୍ରଧାନ ମେଡିକାଲ କଲେଜ ଓ ହସ୍ପିଟାଲ” ଶୀଘ୍ର କାର୍ଯ୍ୟକ୍ଷମ ହେବା ସମ୍ପର୍କରେ ଆଜି ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି।
ମହାନଦୀ କୋଲ୍ ଫିଲ୍ଡସ୍ ଲିମିଟେଡ୍ (ଏମସିଏଲ୍ ) ସହଯୋଗରେ ଯଥାଶୀଘ୍ର ଏହି ଡାକ୍ତରଖାନା କାର୍ଯ୍ୟକ୍ଷମ କରାଯିବାକୁ ବୈଠକରେ ନିଷ୍ପତ୍ତି ହୋଇଛି। ଏଥିପାଇଁ ସମସ୍ତ ଆନୁଷଙ୍ଗିକ ପ୍ରସ୍ତୁତି ଓ ସହଯୋଗ ପାଇଁ ମୁଖ୍ୟ ଶାସନ ସଚିବ ଆବଶ୍ୟକ ନିର୍ଦ୍ଦେଶ ଦେଇଛନ୍ତି।











![Ornab]over Eastcentral and adjoining Westcentral Bay of Bengal moved westwards with a speed of 15 kmph during last 6 hours, lay centered at 0830 hrs IST of 26th October over the same region near latitude 15.4°N and longitude 88.5°E, 580 km southeast of Gopalpur (Odisha), 610 km east-southeast of Vishakhapatnam (Andhra Pradesh), 620 km northwest of Sri Vijaya Puram (Andaman Islands), 690 km east-southeast of Kakinada (Andhra Pradesh), 790 km east-southeast of Machilipatnam (Andhra Pradesh) and 860 km east-southeast of Bapatla (Andhra Pradesh)](https://indianewsdiary.com/wp-content/uploads/2018/10/cyclone-and-heavy-rain-100x70.jpg)












