ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ- କୋରାପୁଟ ଲୋକସଭା ସାଂସଦ ସପ୍ତଗିରି ଉଲାକା ଏବଂ ଗୁଣୁପୁର ବିଧାୟକ ସତ୍ୟଜିତ ଗୋମାଙ୍ଗୋଙ୍କୁ ସଦସ୍ୟ ଭାବେ ଗ୍ରହଣ କରାଯାଇଛି

0
371

By Our Correspondent

BHUBANESWAR:     ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ପାଇଁ ଯେଉଁ Task Force ଗଠନ କରାଯାଇଛି, ସେଥିରେ କୋରାପୁଟ ଲୋକସଭା ସାଂସଦ ଶ୍ରୀ ସପ୍ତଗିରି  ଉଲାକା ଏବଂ ଗୁଣୁପୁର ବିଧାୟକ ଶ୍ରୀ ସତ୍ୟଜିତ ଗୋମାଙ୍ଗୋଙ୍କୁ ସଦସ୍ୟ ଭାବେ ଗ୍ରହଣ କରାଯାଇଛି। ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି।

ସୂଚନା ଯୋଗ୍ୟ ଯେ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଅଧ୍ୟକ୍ଷତାରେ ଗଠିତ ଏହି Task Force ରେ ଅନ୍ୟ ୯ ଜଣ ସଦସ୍ୟ ଅଛନ୍ତି ଏବଂ ୩ ଜଣ ex-officio ସଦସ୍ୟ ଅଛନ୍ତି। ଏହି ଦୁଇ ନୂଆ ସଦସ୍ୟଙ୍କ ସହିତ ଏହି Task Force ରେ ବର୍ତ୍ତମାନ ୧୧ ଜଣ ସଦସ୍ୟ ହେଲେ।

 

LEAVE A REPLY

Please enter your comment!
Please enter your name here