ପଟ୍ଟାମୁଣ୍ଡାଇ ଅଞ୍ଚଳରେ ବ୍ରାହ୍ମଣୀ ନଦୀରେ କୁମ୍ଭୀର ଆକ୍ରମଣରେ ପ୍ରାଣ ହରାଇଥିବା ମହିଳାଙ୍କ ପରିବାରକୁ ୬ ଲକ୍ଷ ଟଙ୍କା ସହାୟତା ରାଶି ଦେବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବନ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି

0
72

By Our Correspondent

BHUBANESWAR:  ପଟ୍ଟାମୁଣ୍ଡାଇ ଅଞ୍ଚଳରେ ବ୍ରାହ୍ମଣୀ ନଦୀରେ କୁମ୍ଭୀର ଆକ୍ରମଣରେ ପ୍ରାଣ ହରାଇଥିବା ମହିଳାଙ୍କ ପରିବାରକୁ ୬ ଲକ୍ଷ ଟଙ୍କା ସହାୟତା ରାଶି ଦେବାକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବନ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି.

କୁମ୍ଭୀର ଟାଣିନେଇଥିବା ମହିଳାଙ୍କର ମିଳିଲା ମୃତଦେହ ; ଗତକାଲି ନଈକୁ ବାସନ ମାଜିବାକୁ ଯାଇଥିବା ବେଳେ ଟାଣିନେଇଥିଲା କୁମ୍ଭୀର.

LEAVE A REPLY

Please enter your comment!
Please enter your name here