By Our Correspondent
BHUBANESWAR: ପୂର୍ବତନ ବାଚସ୍ପତି, ମନ୍ତ୍ରୀ ତଥା ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ଶ୍ରୀ Naveen Patnaik ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଓଡ଼ିଶା ରାଜନୀତି ପାଇଁ ଏହା ଅପୂରଣୀୟ କ୍ଷତି ବୋଲି ସେ କହିଛନ୍ତି।
ମୁଖ୍ୟମନ୍ତ୍ରୀ ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି।