ପ୍ରଥମ ବିଶ୍ବ ଓଡ଼ିଆ ଭାଷାସମ୍ମିଳନୀ ଅବସରରେ ଓଡ଼ିଶା ସରକାରଙ୍କ ମାସିକ ମୁଖପତ୍ର ଉତ୍କଳ ପ୍ରସଙ୍ଗ ଏବଂ ଓଡ଼ିଶା ରିଭ୍ୟୁର ସ୍ବତନ୍ତ୍ର ସଂସ୍କରଣ ପ୍ରକାଶ ପାଇଛି

0
436
ଏହି ସ୍ବତନ୍ତ୍ର ସଂଖ୍ୟାକୁ ସୂଚନା ଓ ଲୋକସମ୍ପର୍କ ବିଭାଗ ମନ୍ତ୍ରୀ ଶ୍ରୀ ପ୍ରଦୀପ କୁମାର ଅମାତ ଅନାବରଣ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂ, ଓଟିଡିସି ଅଧ୍ୟକ୍ଷ ଡକ୍ଟର ଲେନିନ୍ ମହାନ୍ତିଙ୍କ ସମେତ ଅନ୍ଯାନ୍ଯ ଅଧିକାରୀମାନେ ଉପସ୍ଥିତ ଥିଲେ।

By Our Correspondent

BHUBANESWAR :    ପ୍ରଥମ ବିଶ୍ବ ଓଡ଼ିଆ ଭାଷାସମ୍ମିଳନୀ ଅବସରରେ ଓଡ଼ିଶା ସରକାରଙ୍କ ମାସିକ ମୁଖପତ୍ର ଉତ୍କଳ ପ୍ରସଙ୍ଗ ଏବଂ ଓଡ଼ିଶା ରିଭ୍ୟୁର ସ୍ବତନ୍ତ୍ର ସଂସ୍କରଣ ପ୍ରକାଶ ପାଇଛି।

 ଏହି ସ୍ବତନ୍ତ୍ର ସଂଖ୍ୟାକୁ ସୂଚନା ଓ ଲୋକସମ୍ପର୍କ ବିଭାଗ ମନ୍ତ୍ରୀ ଶ୍ରୀ ପ୍ରଦୀପ କୁମାର ଅମାତ ଅନାବରଣ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂ, ଓଟିଡିସି ଅଧ୍ୟକ୍ଷ ଡକ୍ଟର ଲେନିନ୍ ମହାନ୍ତିଙ୍କ ସମେତ ଅନ୍ଯାନ୍ଯ ଅଧିକାରୀମାନେ ଉପସ୍ଥିତ ଥିଲେ।

ଉଭୟ ଉତ୍କଳ ପ୍ରସଙ୍ଗ ଏବଂ ଓଡ଼ିଶା ରିଭ୍ୟୁର ସଂସ୍କରଣ ଗୁଡିକ ଅନ୍‌ଲାଇନ ମାଧ୍ୟମରେ ଉପଲବ୍ଧ ଅଟେ ବୋଲି ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂ ସୂଚନା ଦେଇଥିଲେ।

LEAVE A REPLY

Please enter your comment!
Please enter your name here