ପ୍ୟାରିସ ଅଲିମ୍ପିକ୍ସ ପୁରୁଷ ହକି କ୍ବାର୍ଟର ଫାଇନାଲରେ ବ୍ରିଟେନକୁ ହରାଇ ସେମିଫାଇନାଲରେ ପହଞ୍ଚିଥିବା ଭାରତୀୟ ଦଳକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି

0
90

By Our Correspondent

BHUBANESWAR:  ପ୍ୟାରିସ ଅଲିମ୍ପିକ୍ସ ପୁରୁଷ ହକି କ୍ବାର୍ଟର ଫାଇନାଲରେ ବ୍ରିଟେନକୁ ହରାଇ ସେମିଫାଇନାଲରେ ପହଞ୍ଚିଥିବା ଭାରତୀୟ ଦଳକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି

‘ପ୍ୟାରିସ ଅଲିମ୍ପିକ୍ସରେ ହକି କ୍ଵାଟର ଫାଇନାଲ ମ୍ୟାଚରେ ଗ୍ରେଟ ବ୍ରିଟେନକୁ ପେନାଲ୍ଟି ସୁଟଆଉଟ ରେ ୪-୨ ଗୋଲ ରେ ପରାସ୍ତ କରି ସେମି ଫାଇନାଲରେ ପ୍ରବେଶ କରିଥିବାରୁ ଭାରତୀୟ ପୁରୁଷ ହକି ଦଳକୁ ଶୁଭେଚ୍ଛା ଓ ଶୁଭକାମନା। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା ବିଜୟ ଯାତ୍ରା ଆଗକୁ ଅଗ୍ରସର ହେଉ, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ.

 

LEAVE A REPLY

Please enter your comment!
Please enter your name here