ବୁଧବାର ଆଶ୍ୱିନ:ଶୁକ୍ଳ ଚତୁର୍ଦ୍ଦଶୀ ତିଥି ଶ୍ରୀବିଗ୍ରହମାନଙ୍କ ‘ବନକଲାଗି’ ନୀତି ଅନୁଷ୍ଠିତ ହେବ, ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୯.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ

0
53

By Our Correspondent

PURI:   ଆସନ୍ତା ତା୧୬.୧୦.୨୦୨୪ ରିଖ,  ବୁଧବାର ଆଶ୍ୱିନ:ଶୁକ୍ଳ ଚତୁର୍ଦ୍ଦଶୀ ତିଥି ଶ୍ରୀବିଗ୍ରହମାନଙ୍କ ‘ବନକଲାଗି’ ନୀତି ଅନୁଷ୍ଠିତ ହେବ ।

ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୯.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

LEAVE A REPLY

Please enter your comment!
Please enter your name here