ବୁଧବାର ବୈଶାଖ:କୃଷ୍ଣ ଦଶମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ‘ବନକଲାଗି’ ନୀତି, ଆପାତତଃ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ

0
399

By Our Correspondent

PURI:    ଆସନ୍ତାକାଲି ତା୨୩.୪.୨୦୨୫ରିଖ,ବୁଧବାର ବୈଶାଖ:କୃଷ୍ଣ ଦଶମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ‘ବନକଲାଗି’ ନୀତି ଅନୁଷ୍ଠିତ ହେବ ।

ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

LEAVE A REPLY

Please enter your comment!
Please enter your name here