ମକର ସଂକ୍ରାନ୍ତି ସହ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ନୀତିକାନ୍ତିକୁ ଦୃଷ୍ଟିରେ ରଖି ଜାନୁଆରୀ ୧୨ ତାରିଖ ଠାରୁ ୧୫ ତାରିଖ ପର୍ଯ୍ଯନ୍ତ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରଖାଯାଇଛି

0
36

By Our Correspondent

PURI/BHUBANESWAR:   ମକର ସଂକ୍ରାନ୍ତି ସହ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ନୀତିକାନ୍ତିକୁ ଦୃଷ୍ଟିରେ ରଖି ଜାନୁଆରୀ ୧୨ ତାରିଖ ଠାରୁ ୧୫ ତାରିଖ ପର୍ଯ୍ଯନ୍ତ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରଖାଯାଇଛି ।

ଆସନ୍ତା ୧୬ ତାରିଖ ଠାରୁ ପୁଣିଥରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଏବଂ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ରତ୍ନଭଣ୍ଡାର ମରାମତି ଆରମ୍ଭ ହେବ ।

ଏଥିପାଇଁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ।

 

LEAVE A REPLY

Please enter your comment!
Please enter your name here