ମହାନ ବିପ୍ଲବୀ ଚକ୍ରଧର ବେହେରାଙ୍କ ଜୟନ୍ତୀ ଅବସରରେ ରାଜଭବନ ଛକସ୍ଥିତ ପ୍ରତିମୂର୍ତ୍ତିରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଓ ପୁଷ୍ପାର୍ଘ୍ୟ ଅର୍ପଣ କରାଯାଇଛି

0
107

By Our Correspondent

BHUBANESWAR:   ମହାନ ବିପ୍ଲବୀ ଚକ୍ରଧର ବେହେରାଙ୍କ ଜୟନ୍ତୀ ଅବସରରେ ଆଜି ୮ ଘଟିକାରେ ରାଜଭବନ ଛକସ୍ଥିତ ପ୍ରତିମୂର୍ତ୍ତିରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଓ ପୁଷ୍ପାର୍ଘ୍ୟ ଅର୍ପଣ କରାଯାଇଛି।

ଏହି ଅବସରରେ ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ, ସାହିତ୍ୟିକ ଗୌରହରି ଦାସ, ଚକ୍ରଧର ବେହେରାଙ୍କ ପରିବାରବର୍ଗ ଏବଂ ଆତ୍ମୀୟ ସ୍ଵଜନ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ଅର୍ପଣ କରିଥିଲେ।

 

LEAVE A REPLY

Please enter your comment!
Please enter your name here