ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ ବିରଳ ଫାଶି କାଠ ସ୍ବଇଚ୍ଛାରେ ଦାନ କରିଥିବା ଦାତାମାନଙ୍କୁ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସମ୍ବର୍ଦ୍ଧିତ କରାଯାଇଛି

0
343

By Our Correspondent

PURI:   ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ ବିରଳ ଫାଶି କାଠ ସ୍ବଇଚ୍ଛାରେ ଦାନ କରିଥିବା ଦାତାମାନଙ୍କୁ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସମ୍ବର୍ଦ୍ଧିତ କରାଯାଇଛି।

ପୁରୀ ନୀଳାଦ୍ରି ଭକ୍ତ ନିବାସ ସମ୍ମିଳନୀ କକ୍ଷରେ ଆୟୋଜିତ କାର୍ଯ୍ୟକ୍ରମରେ ୨୦୨୩ ଏବଂ ୨୦୨୪ ବର୍ଷର ୮୬ ଜଣ ଫାଶି କାଠ ଦାତାଙ୍କୁ ଗଜପତି ମହାରାଜା ଏବଂ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସମ୍ବର୍ଦ୍ଧିତ କରିଛନ୍ତି।

 

LEAVE A REPLY

Please enter your comment!
Please enter your name here