ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଲେ ଅରିନ୍ଦମ ଡାକୁଆ, ଅନୁପମ ଶାହା ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ନିଯୁକ୍ତ

0
517

By Our Correspondent

BHUBANESWAR: ମୁଖ୍ୟମନ୍ତ୍ରୀଙ୍କ  ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଲେ ଅରିନ୍ଦମ ଡାକୁଆ . ଅନୁପମ ଶାହା ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ନିଯୁକ୍ତ.

କଟକ ଜିଲ୍ଲାପାଳ ଶ୍ରୀ ଅରିନ୍ଦମ ଡାକୁଆ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ସେହିପରି ଜଗତସିଂହପୁର ଜିଲ୍ଲାପାଳ ଶ୍ରୀ ଅନୁପମ ଶାହାଙ୍କୁ  ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆ ଯାଇଛି।

 

LEAVE A REPLY

Please enter your comment!
Please enter your name here