ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଅର୍ବାନ କୋ-ଅପରେଟିଭ ବ୍ୟାଙ୍କର ଜମାକାରୀମାନଙ୍କ ଅର୍ଥ ଫେରସ୍ତ ପ୍ରକ୍ରିୟାର ଶୁଭାରମ୍ଭ କରିଛନ୍ତି, ପ୍ରଥମ ଦିନରେ ୧୧୭ ଜଣ ଜମାକାରୀଙ୍କ ୨ କୋଟି ୮୦ ଲକ୍ଷ ଟଙ୍କା ଫେରସ୍ତ କରାଯାଇଛି

0
233

By Our Correspondent

BHUBANESWAR:    ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଅର୍ବାନ କୋ-ଅପରେଟିଭ ବ୍ୟାଙ୍କର ଜମାକାରୀମାନଙ୍କ ଅର୍ଥ ଫେରସ୍ତ  ପ୍ରକ୍ରିୟାର ଶୁଭାରମ୍ଭ କରିଛନ୍ତି।

ପ୍ରଥମ ଦିନରେ ୧୧୭ ଜଣ ଜମାକାରୀଙ୍କ ୨ କୋଟି ୮୦ ଲକ୍ଷ ଟଙ୍କା ଫେରସ୍ତ କରାଯାଇଛି।

ଏହା ସହିତ ଢେଙ୍କାନାଳ, ଛତ୍ରପୁର, ଆସ୍କା ଓ ଭଞ୍ଜନଗର ଅର୍ବାନ କୋ-ଅପରେଟିଭ ବ୍ୟାଙ୍କ ଗୁଡ଼ିକର ଜମାକାରୀଙ୍କ ଅର୍ଥ ମଧ୍ୟ ଫେରସ୍ତ କରାଯିବ। ଏହି ୪ ଟି ବ୍ୟାଙ୍କର ୧୭, ୮୫୯ ଜଣ ଜମାକାରୀଙ୍କୁ ୬ କୋଟିରୁ ଅଧିକ ଟଙ୍କା ଫେରସ୍ତ କରାଯିବ।

 

LEAVE A REPLY

Please enter your comment!
Please enter your name here