ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ମାସକୁ ୩୦ ହଜାର ଟଙ୍କା ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି

0
382

By Our Correspondent

BHUBANESWAR:  ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ମାସକୁ ୩୦ ହଜାର ଟଙ୍କା ପ୍ରଦାନ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି।

ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ସମସ୍ତ ୫୫ ଜଣ ଜୀବିତ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତି ମାସକୁ ୩୦ ହଜାର ଟଙ୍କା ଲେଖାଏଁ ସମ୍ମାନ ସୂଚକ ସହାୟକ ରାଶି ପାଇ ପାରିବେ। ଏଥିପାଇଁ ବର୍ଷକୁ ୨ କୋଟି ଟଙ୍କା ଖର୍ଚ୍ଚ ହେବ।

 

LEAVE A REPLY

Please enter your comment!
Please enter your name here