ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର, ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍ସନଭୋଗୀ ଉପକୃତ ହେବେ

0
291

By Our Correspondent

BHUBANESWAR:  ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର।

ଏହା ସହିତ ପେନ୍‌ସନଭୋଗୀମାନଙ୍କ ଟି.ଆଇରେ ମଧ୍ୟ ଦୁଇ ପ୍ରତିଶତ ବୃଦ୍ଧି କରାଯାଇଛି। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଛି।

ଏହା ଜାନୁଆରୀ ପହିଲା ୨୦୨୫ରୁ ପିଛିଲା ଭାବରେ ଲାଗୁ ହେବ। ଏହା ଦ୍ୱାରା ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀ ଉପକୃତ ହେବେ।

LEAVE A REPLY

Please enter your comment!
Please enter your name here