ଲୋକସେବା ଭବନରେ ଆୟୋଜିତ ଏକ ଭବ୍ୟ ସମାରୋହରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ୟାରିସ୍ ଅଲମ୍ପିକ୍ସରେ କାଂସ୍ୟ ପଦକ ବିଜୟୀ ଭାରତୀୟ ହକି ଦଳକୁ ସମ୍ମାନିତ କରିଛନ୍ତି

0
549

By Our Correspondent

BHUBANESWAR:    ଲୋକସେବା ଭବନରେ ଆୟୋଜିତ ଏକ ଭବ୍ୟ ସମାରୋହରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ୟାରିସ୍ ଅଲମ୍ପିକ୍‌ସରେ କାଂସ୍ୟ ପଦକ ବିଜୟୀ ଭାରତୀୟ ହକି ଦଳକୁ ସମ୍ମାନିତ କରିଛନ୍ତି ଏବଂ ପୁରସ୍କାର ରାଶି ପ୍ରଦାନ କରିଛନ୍ତି।

ହକି ଦଳର ସମସ୍ତ ସଦସ୍ୟଙ୍କୁ ୧୫ ଲକ୍ଷ ଟଙ୍କା, ସହାୟକ ସଦସ୍ୟଙ୍କୁ ୧୦ ଲକ୍ଷ ଏବଂ ଦଳର ବରିଷ୍ଠ ଖେଳାଳି ତଥା ଗୋଲ ରକ୍ଷକ ଶ୍ରୀଜେସଙ୍କୁ ୫୦ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। ଓଡ଼ିଶାର ହକି ତାରକା ଅମିତ୍ ରୋହିଦାସଙ୍କୁ ୪ କୋଟି ଟଙ୍କାର ପୁରସ୍କାର ରାଶିରେ ସମ୍ମାନିତ କରିଛନ୍ତି।

 

LEAVE A REPLY

Please enter your comment!
Please enter your name here