By Our Correspondent
BHUBANESWAR: ଦକ୍ଷିଣପୂର୍ବ ପାର୍ଶ୍ଵବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ସୁଦୃଶଃ ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରି ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ରେ ଆଜି ସୁଦ୍ଧା ଏକ ଅବପାତ ଏବଂ ପରେ ଉତ୍ତରପଶ୍ଚିମ ଦିଗରେ ଗତିକରି ୧୬ତାରିଖ ବେଳକୁ ଏକ ପଶ୍ଚିମକେନ୍ଦ୍ରୀୟ-ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଆନ୍ଧ୍ର ଉପକୂଳ ମୁହାଁ ହେବା ସମ୍ଭାବନା.
ଏହା ପରବର୍ତ୍ତୀ ସମୟରେ ଦିଗ ପରିବର୍ତନ ସହ ଉତ୍ତର-ଉତ୍ତର-ପୂର୍ବ ଦିଗରେ ଗତି କରି ୧୭ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପ୍ରବୋବର୍ତୀ ସମୁଦ୍ର ମଧ୍ୟରେ ଓଡିଶା ଉପକୂଳ ମୁହାଁ ହେବା ସମ୍ଭାବନା ରହିଛି.