ସୃଷ୍ଟି ହେଲା ଗଭୀର ଅବପାତ, ଆଗାମୀ ୨୪ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଏକ ବାତ୍ୟା ରେ ପରିଣତ ହେବାର ସମ୍ଭାବନା ରହିଛି

0
238
ସୃଷ୍ଟି ହେଲା ଗଭୀର ଅବପାତ. ଗତ ୬ଘଣ୍ଟାରେ ଘଣ୍ଟା ପ୍ରତି ୧୩ କିମି ବେଗରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଗତକାଲିର ଅବପାତ ଆହୁରି ଘନୀଭୂତ ହୋଇ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଗଭୀରଅବପାତ ରେ ପରିଣତ ହୋଇଛି

By Our Correspondent

BHUBANESWAR:   ସୃଷ୍ଟି ହେଲା ଗଭୀର ଅବପାତ. ଗତ ୬ଘଣ୍ଟାରେ  ଘଣ୍ଟା ପ୍ରତି ୧୩ କିମି ବେଗରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଗତକାଲିର ଅବପାତ ଆହୁରି ଘନୀଭୂତ ହୋଇ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଗଭୀରଅବପାତ ରେ ପରିଣତ ହୋଇଛି  |

 ଆଗାମୀ ୨୪ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଏକ ବାତ୍ୟା ରେ ପରିଣତ ହେବାର ସମ୍ଭାବନା ରହିଛି.

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଆସନ୍ତା କାଲି ୩ ତାରିଖରୁ ୭ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା .୫ ରୁ ବଢିବ ବର୍ଷାର ବିସ୍ତୃତି,ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳବର୍ଷା ସମ୍ଭାବନା.

LEAVE A REPLY

Please enter your comment!
Please enter your name here