
By Our Correspondent
BHUBANESWAR: ସେପ୍ଟେମ୍ବର ମାସର ଏଯାବତ ରାଜ୍ୟରେ ୩୧୫.୯ ମିମି ବର୍ଷା ରେକର୍ଡ କରାଯାଇଛି ଯାହା ସ୍ୱାଭାବିକ ବର୍ଷା ୨୨୦.୬ ମିମି ତୁଳନାରେ ୪୩ ପ୍ରତିଶତ ଅଧିକ ରହିଛି |
ଏହି ୨୭ ଦିନର ବର୍ଷା, ସେପ୍ଟେମ୍ବର ମାସର ସ୍ୱାଭାବିକ ବର୍ଷା ୨୩୫.୭ ମିମି ତୁଳନାରେ ୩୪ ପ୍ରତିଶତ ଅଧିକ ରହିଛି.
ଉପଗ୍ରହରୁ ଜଳୀୟବାଷ୍ପ ସମ୍ଭନ୍ଧୀତ ଉତ୍ତୋଳନ ହୋଇଥିବା ଚିତ୍ର ଅନୁଯାୟୀ ଦେଶର ଉତ୍ତର-ପଶ୍ଚିମ ଭାଗର କିଛି ଅଞ୍ଚଳରେ ବାୟୁମଣ୍ଡଳରେ ଜଳୀୟବାଷ୍ପ ର ମାତ୍ରା ଦୃଷ୍ଟନ୍ତ ମୂଳକ ଭାବେ କମିଛି ଯାହା ମୌସୁମୀ ଅପସାରଣ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରୁଛି.








![Ministry of Rural Development has notified the Schedule of Permissible Works under the Viksit Bharat – Guarantee for Rozgar and Ajeevika Mission (Gramin) [VB–G RAM G] Act, 2025, providing for 375 permissible works under the new rural works framework](https://indianewsdiary.com/wp-content/uploads/2026/10/Viksit-Bharat-–-Guarantee-for-Rozgar-and-Ajeevika-Mission-Gramin-VB–G-RAM-G-Act-218x150.png)


















