By Our Correspondent
BHUBANESWAR: ୧୮ବେଳକୁ ଲଘୁଚାପ ସମ୍ଭାବନା .ଉତର-ପୂର୍ବ ତତ-ସଂଲଗ୍ନ ପୁର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳର ସମୁଦ୍ର ମଧ୍ୟରେ ବାୟୁମଣ୍ଡଳର ୪.୫ ରୁ ୭.୬କିମି ଉଚ୍ଚତା ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି |
ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ବଙ୍ଗୋପସାଗର ଅଞ୍ଚଳର ୧୮ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି |