୨୪ରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ରେ ସୃଷ୍ଟି ହେବ ଆଉ ଏକ ଲଘୁଚାପକ୍ଷେତ୍ର

0
383

By Our Correspondent

BHUBANESWAR: ୨୪ ରେ ସୃଷ୍ଟି ହେବ ଆଉ ଏକ ଲଘୁଚାପକ୍ଷେତ୍ର . ୨୪ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି.

 ମୌସୁମୀ ନିମ୍ନ ଚାପ ରେଖା ଆଜି ରାଜସ୍ଥାନର ଯଶେଲମେର ରୁ  ବାହାରି  ରୁ କୋଟା, ଗୁନା, ଦାମୋହ,  ରାଏପୁର  ରୁ ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ଓଡ଼ିଶା ଉପକୂଳରେ ସକ୍ରିୟ ଲଘୁଚାପର କେନ୍ଦ୍ର ମଧ୍ୟ ଦେଇ  ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ଲମ୍ବିଛି | ଏହା ବାୟୁମଣ୍ଡଳରେ ୨.୧ କିମି ଉଚ୍ଚତା ଯାଏଁ ବ୍ୟାପିଛି.

LEAVE A REPLY

Please enter your comment!
Please enter your name here