By Our Correspondent
BHUBANESWAR: ଆଗାମୀ ଦୁଇ ଦିନ ପଶ୍ଚିମା -ଝଡ଼ ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଅଞ୍ଚଳରେ ହାଲୁକା ବର୍ଷା ସମ୍ଭାବନା ଥିବାବେଳେ ୨୦, ୨୧ ଏବଂ ୨୨ ତାରିଖରେ ରାଜ୍ୟରେ ପାଗ ମୁଖ୍ୟତ ଶୁଖିଲା ରହିବା ସମ୍ଭାବନା.
ଆଜି ସକାଳ ସମୟରେ କନ୍ଧମାଳ ଜିଲ୍ଲାର ଫୁଲବାଣୀ ଠାରେ ମଧ୍ୟମ-ଧରଣର କୁହୁଡି ଅନୁଭୂତ ହୋଇଥିବା ବେଳେ ସର୍ବନିମ୍ନ ଦୃଶ୍ୟମାନ ଦୂରତା ୨୦୦ମିଟର ରେକର୍ଡ ହୋଇଛି.
ପଶ୍ଚିମା-ଝଡ ପ୍ରଭାବରେ ସୁନ୍ଦରଗଡ, ଝାରସୁଗୁଡା, ଗଜପତି ଏବଂ ପୁରୀ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ଅନୁଭୂତ .ସୁନ୍ଦରଗଡ ଜିଲ୍ଲାର ବାଲିଶଙ୍କରା ଠାରେ ସର୍ବାଧିକ ୧୨.୨ ମିମି ଏବଂ ଟାଙ୍ଗରପଲ୍ଲୀ ଠାରେ ୧୦.୪ ମିମି ବର୍ଷା ରେକର୍ଡ.









![Ministry of Rural Development has notified the Schedule of Permissible Works under the Viksit Bharat – Guarantee for Rozgar and Ajeevika Mission (Gramin) [VB–G RAM G] Act, 2025, providing for 375 permissible works under the new rural works framework](https://indianewsdiary.com/wp-content/uploads/2026/10/Viksit-Bharat-–-Guarantee-for-Rozgar-and-Ajeevika-Mission-Gramin-VB–G-RAM-G-Act-218x150.png)
















