ଆଗାମୀ ଦୋଳଯାତ୍ରା ଅବସରରେ ସାତ ଦିନ ଧରି ରତ୍ନଭଣ୍ଡାର ସଂରକ୍ଷଣ ତଥା ମରାମତି କାର୍ଯ୍ୟ ବନ୍ଦ ରହିବ

0
103

By Our Correspondent

PURI:   ଆଗାମୀ ଦୋଳଯାତ୍ରା ଅବସରରେ ଶ୍ରୀମନ୍ଦିରରେ ବିଶେଷ ନୀତିକାନ୍ତି ସମ୍ପାଦନ ଦୃଷ୍ଟିରୁ ଛତିଶାନିଯୋଗର ପରାମର୍ଶକ୍ରମେ ଫଗୁ ଦଶମୀ (ତା. 09-03-2025) ଠାରୁ ହୋଲି ଉତ୍ସବ ( ତା 15-03-2025) ପର୍ଯ୍ୟନ୍ତ ସାତ ଦିନ ଧରି ରତ୍ନଭଣ୍ଡାର  ସଂରକ୍ଷଣ  ତଥା ମରାମତି କାର୍ଯ୍ୟ ବନ୍ଦ ରହିବ ।

LEAVE A REPLY

Please enter your comment!
Please enter your name here