ଆଗାମୀ ୩ ଦିନ ଯାଏଁ ରାଜ୍ୟରେ ଦୁର୍ବଳ ମୌସୁମୀ ପ୍ରବାହ ଜାରି ରହିବ

0
266
ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ରହିଛି . ଗତ ୨୪ ଘଣ୍ଟାରେ ରାଜ୍ୟରେ ସ୍ୱାଭାବିକ ତୁଳନାରେ ୯୨% କମ ବର୍ଷା ରେକର୍ଡ ହୋଇଛି . ଆଗାମୀ ୩ ଦିନ ଯାଏଁ ରାଜ୍ୟରେ ଦୁର୍ବଳ ମୌସୁମୀ ପ୍ରବାହ ଜାରି ରହିବ

By Our Correspondent

BHUBANESWAR:  ମୌସୁମୀ ନିମ୍ନଚାପ ରେଖା ତାର ସାଧାରଣ ଅବସ୍ଥାନ ଠାରୁ ଯଥେଷ୍ଟ ଉତ୍ତରରେ ରହିବା ସହ ଆଜି ହିମାଳୟର ପାଦଦେଶ ରେ ଅବସ୍ଥାନ କରୁଛି .

ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ରହିଛି . ଗତ ୨୪ ଘଣ୍ଟାରେ ରାଜ୍ୟରେ ସ୍ୱାଭାବିକ ତୁଳନାରେ ୯୨% କମ ବର୍ଷା ରେକର୍ଡ ହୋଇଛି . ଆଗାମୀ ୩ ଦିନ ଯାଏଁ ରାଜ୍ୟରେ ଦୁର୍ବଳ ମୌସୁମୀ ପ୍ରବାହ ଜାରି ରହିବ.

LEAVE A REPLY

Please enter your comment!
Please enter your name here