ଆଗାମୀ ୪ ରୁ ୫ ଦିନ ଯାଏଁ ରାଜ୍ୟର ଅଧିକାଂଶ ସ୍ଥାନରେ ପାଗ ମୁଖ୍ୟତ ଶୁଖିଲା ରହିବାର ସମ୍ଭାବନା ରହିଛି

0
295

By Our Correspondent

BHUBANESWAR: ଆଗାମୀ ୪ ରୁ ୫ ଦିନ ଯାଏଁ ରାଜ୍ୟର ଅଧିକାଂଶ ସ୍ଥାନରେ ପାଗ ମୁଖ୍ୟତ ଶୁଖିଲା ରହିବାର ସମ୍ଭାବନା ରହିଛି ଏବଂ ଉଭୟ ଦିନ ଏବଂ ରାତ୍ରି ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ |

ଦୁର୍ବଳ ହୋଇ ଗଭୀରଅବପାତ ରେ ପରିଣତ ହେଲା ବାତ୍ୟା “ହାମୁନ”, ଏହା ଆଗାମୀ ୬ ଘଣ୍ଟା ମଧ୍ୟରେ ଆହୁରି ଦୁର୍ବଳ ହୋଇ ଅବପାତ ଏବଂ ପରବର୍ତୀ ୬ଘଣ୍ଟା ମଧ୍ୟରେ ସୁଦୃଶଃ-ଲଘୁଚାପ କ୍ଷେତ୍ର ରେ ପରିଣତ ହେବାର ସମ୍ଭାବନା ରହିଛି  |

LEAVE A REPLY

Please enter your comment!
Please enter your name here