ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ରାହୁରେଖା ଲାଗି ନୀତି ଅନୁଷ୍ଠିତ ହେବ, ଅପରାହ୍ନ ଘ.୩.୦୦ ଟିକା ରୁ ରାତ୍ର ଘ.୮.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ

0
507

By Our Correspondent

PURI/BHUBANESWAR:  ଆସନ୍ତାକାଲି ତା ୪.୯.୨୦୨୩ ରିଖ ସୋମବାର, ଭାଦ୍ରବ-କୃଷ୍ଣ ପଞ୍ଚମୀ ତିଥି ଶ୍ରୀବିଗ୍ରହମାନଙ୍କ ରାହୁରେଖା ଲାଗି ନୀତି ଅନୁଷ୍ଠିତ ହେବ ।

 ଏଣୁ ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୩.୦୦ ଟିକା ରୁ ରାତ୍ର ଘ.୮.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

LEAVE A REPLY

Please enter your comment!
Please enter your name here