ଉତ୍ତରାଖଣ୍ଡ ଉତ୍ତରକାଶୀର ଟନେଲରେ ଫସି ରହିଥିବା ଶ୍ରମିକଙ୍କ ପରିବାର ସଦସ୍ୟମାନେ 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ  ଭିକେ ପାଣ୍ଡିଆନଙ୍କୁ ଭେଟିଛନ୍ତି

0
296
ଉତ୍ତରାଖଣ୍ଡ ଉତ୍ତରକାଶୀର ଟନେଲରେ ଫସି ରହିଥିବା ଶ୍ରମିକଙ୍କ ପରିବାର ସଦସ୍ୟମାନେ 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନଙ୍କୁ ଭେଟିଛନ୍ତି। ଶ୍ରମିକଙ୍କ ପରିବାର ସଦସ୍ୟମାନଙ୍କୁ ଉତ୍ତରକାଶୀ ନେବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି।

By Our Correspondent 

BHUBANESWAR: ଉତ୍ତରାଖଣ୍ଡ ଉତ୍ତରକାଶୀର ଟନେଲରେ ଫସି ରହିଥିବା ଶ୍ରମିକଙ୍କ ପରିବାର ସଦସ୍ୟମାନେ 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନଙ୍କୁ ଭେଟିଛନ୍ତି। ଶ୍ରମିକଙ୍କ ପରିବାର ସଦସ୍ୟମାନଙ୍କୁ ଉତ୍ତରକାଶୀ ନେବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି।

ରାଜ୍ୟ ସରକାରଙ୍କ ଅଫିସର ଓ ସ୍ବତନ୍ତ୍ର ଟିମ୍‌ ଘଟଣା ସ୍ଥଳରେ ପହଞ୍ଚିବା ସହ ଉଦ୍ଧାରକାରୀଦଳଙ୍କ ସହିତ ନିୟମିତ ଯୋଗାଯୋଗରେ ଅଛନ୍ତି। ଆମର ସବୁ ଶ୍ରମିକ ସୁରକ୍ଷିତ ଥିବାବେଳେ ମୁଖ୍ୟମନ୍ତ୍ରୀ ଘଟଣା ସଂପର୍କରେ ସମ୍ପୂର୍ଣ୍ଣ ଅବଗତ ଅଛନ୍ତି ଏବଂ ଶ୍ରମିକମାନଙ୍କ ନିରାପତ୍ତା ଓ ଉଦ୍ଧାର କାର୍ଯ୍ୟ ସଂପର୍କରେ ନିୟମିତ ଖବର ନେଉଛନ୍ତି ବୋଲି ସେ କହିଛନ୍ତି.

LEAVE A REPLY

Please enter your comment!
Please enter your name here