ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନୂଆଦିଲ୍ଲୀ ସ୍ଥିତ ବାସଭବନକୁ ଯାଇ ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ୱର୍ଗତ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି

0
187

By Our Correspondent

NEW DELHI: ମାନ୍ୟବର ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନୂଆଦିଲ୍ଲୀ ସ୍ଥିତ ବାସଭବନକୁ ଯାଇ ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ୱର୍ଗତ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହିତ ସାକ୍ଷାତ୍ ଆଲୋଚନା କରି ଅମର ଆତ୍ମାର ସଦଗତି କାମନା କରିବା ସହ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।

 

LEAVE A REPLY

Please enter your comment!
Please enter your name here