ଓବିସି ମୋର୍ଚ୍ଚା ରାଜ୍ୟକାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

0
128
ଆଜି ଭୁବନେଶ୍ୱରର ମଚେଂଶ୍ୱରଠାରେ ରାଜ୍ୟ ସଭାପତି ଙ୍କ ଉପସ୍ଥିତିରେ ଓବିସି ମୋର୍ଚ୍ଚା ରାଜ୍ୟ ସଭାପତି ଶ୍ରୀ ସୁରଥ ବିଶ୍ୱାଳଙ୍କ ଅଧ୍ୟକ୍ଷତାରେ ଓବିସି ମୋର୍ଚ୍ଚା ରାଜ୍ୟକାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି ।

By Our Correspondent

BHUBANESWAR: ଆଜି ଭୁବନେଶ୍ୱରର ମଚେଂଶ୍ୱରଠାରେ ରାଜ୍ୟ ସଭାପତି  ଙ୍କ ଉପସ୍ଥିତିରେ ଓବିସି ମୋର୍ଚ୍ଚା ରାଜ୍ୟ ସଭାପତି ଶ୍ରୀ ସୁରଥ ବିଶ୍ୱାଳଙ୍କ ଅଧ୍ୟକ୍ଷତାରେ ଓବିସି ମୋର୍ଚ୍ଚା ରାଜ୍ୟକାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି ।

ଏହି ବୈଠକରେ ପୂର୍ବତନ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି, ଓବିସି ମୋର୍ଚ୍ଚା ରାଜ୍ୟ ପ୍ରଭାରୀ ତଥା ବିଧାୟକ ଶ୍ରୀ ଲଲିତେନ୍ଦୁ ବିଦ୍ୟାଧର ମହାପାତ୍ର, ରାଜ୍ୟ ସାଧାରଣ ସମ୍ପାଦକ(ସଂଗଠନ) ଶ୍ରୀ ମାନସ ମହାନ୍ତି, ଶ୍ରୀ ରଞ୍ଜନ ପଟେଲ ପ୍ରମୁଖ ମଧ୍ୟ ଉପସ୍ଥିତ ରହି ଦଳୀୟ ସଂଗଠନରେ ମୋର୍ଚ୍ଚାର ଭୂମିକା ସଂପର୍କରେ ବିସ୍ତୃତ ଆଲୋଚନା କରିଛନ୍ତି

LEAVE A REPLY

Please enter your comment!
Please enter your name here