କେନ୍ଦୁଝରରେ ଘଟିଥିବା ଦୁର୍ଘଟଣାରେ ଗୋଟିଏ ପରିବାରର ୩ ଜଣଙ୍କ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି, ମୃତକଙ୍କ ପରିବାରବର୍ଗଙ୍କ ପାଇଁ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା

0
49

By Our Correspondent

BHUBANESWAR:  କେନ୍ଦୁଝରରେ ଘଟିଥିବା ଦୁର୍ଘଟଣାରେ ଗୋଟିଏ ପରିବାରର ୩ ଜଣଙ୍କ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି।

ମୁଖ୍ୟମନ୍ତ୍ରୀ ମୃତକଙ୍କ ପରିବାରବର୍ଗଙ୍କ ପାଇଁ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି।

ସମସ୍ତ ମୃତକଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ମୃତକଙ୍କ ପରିବାରବର୍ଗଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି।

 

LEAVE A REPLY

Please enter your comment!
Please enter your name here