କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ କୁସୁମିତା ଗ୍ରାମରେ ହାତୀ ଆକ୍ରମଣରେ ୬୦ ବର୍ଷୀୟା ମହିଳାଙ୍କ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ₹୬ ଲକ୍ଷ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି

0
426

By Our Correspondent

BHUBANESWAR: କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ କୁସୁମିତା ଗ୍ରାମରେ ହାତୀ ଆକ୍ରମଣରେ ୬୦ ବର୍ଷୀୟା ମହିଳାଙ୍କ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ତାଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି।

ଏଥିସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ₹୬ ଲକ୍ଷ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

 

LEAVE A REPLY

Please enter your comment!
Please enter your name here