କେନ୍ଦ୍ରାପଡ଼ା ପାଟକୁରାଠାରେ ବିଧାନସଭା ସ୍ତରୀୟ କାର୍ଯ୍ୟକର୍ତ୍ତା ସମ୍ମିଳନୀକୁ ସମ୍ବୋଧନ କରି ବିଭିନ୍ନ ସାଂଗଠନିକ ବିଷୟ ଉପରେ ଆଲୋଚନା କରିଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ଲୋକସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା

0
97

By Our Correspondent

KENDRAPARA: କେନ୍ଦ୍ରାପଡ଼ା ପାଟକୁରାଠାରେ ବିଧାନସଭା ସ୍ତରୀୟ କାର୍ଯ୍ୟକର୍ତ୍ତା ସମ୍ମିଳନୀକୁ ସମ୍ବୋଧନ କରି ବିଭିନ୍ନ ସାଂଗଠନିକ ବିଷୟ ଉପରେ ଆଲୋଚନା କରିଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ଲୋକସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା.

କେନ୍ଦ୍ରାପଡ଼ାର ପାଟକୁରା ଠାରେ ବିଧାନସଭା ସ୍ତରୀୟ କାର୍ଯ୍ୟକର୍ତ୍ତା ସମ୍ମିଳନୀରେ ଯୋଗଦେଇ ଆଗାମୀ ଲୋକସଭା ଓ ବିଧାନସଭା ନିର୍ବାଚନକୁ ନେଇ ବିଭିନ୍ନ ସାଂଗଠନିକ ବିଷୟ ଉପରେ ଆଲୋଚନା.

ଉକ୍ତ ବୈଠକରେ ଜିଲ୍ଲା ତଥା ବିଧାନସଭାର ବରିଷ୍ଠ ନେତୃବୃନ୍ଦ ଓ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ ।

 

LEAVE A REPLY

Please enter your comment!
Please enter your name here