କେନ୍ଦ୍ରାପଡ଼ା ରସାବଳିକୁ ଜିଆଇ ଟ୍ୟାଗ ମାନ୍ୟତା ମିଳିବା ଓଡ଼ିଶା ପାଇଁ ଗୌରବର ବିଷୟ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

0
290
କେନ୍ଦ୍ରାପଡ଼ା ରସାବଳିକୁ ଜିଆଇ ଟ୍ୟାଗ ମାନ୍ୟତା ମିଳିବା ଓଡ଼ିଶା ପାଇଁ ଗୌରବର ବିଷୟ। ଓଡ଼ିଶାର ଖାଦ୍ୟ ସଂସ୍କୃତି ଏବଂ ପରମ୍ପରାରେ ରସାବଳିର ବିଶେଷ ମହତ୍ଵ ରହିଛି। ଏହି ଅବସରରେ ସମଗ୍ର ଓଡ଼ିଶାବାସୀ, ଜିଲ୍ଲା ପ୍ରଶାସନ ବିଶେଷ କରି କେନ୍ଦ୍ରାପଡ଼ାବାସୀଙ୍କୁ ମୋର ଶୁଭେଚ୍ଛା, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ.

By Our Correspondent

BHUBANESWAR:  କେନ୍ଦ୍ରାପଡ଼ା ରସାବଳିକୁ ଜିଆଇ ଟ୍ୟାଗ ମାନ୍ୟତା ମିଳିବା ଓଡ଼ିଶା ପାଇଁ ଗୌରବର ବିଷୟ। ଓଡ଼ିଶାର ଖାଦ୍ୟ ସଂସ୍କୃତି ଏବଂ ପରମ୍ପରାରେ ରସାବଳିର ବିଶେଷ ମହତ୍ଵ ରହିଛି। ଏହି ଅବସରରେ ସମଗ୍ର ଓଡ଼ିଶାବାସୀ, ଜିଲ୍ଲା ପ୍ରଶାସନ ବିଶେଷ କରି କେନ୍ଦ୍ରାପଡ଼ାବାସୀଙ୍କୁ ମୋର ଶୁଭେଚ୍ଛା,  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ.

The famous sweet dish ‘Rasabali’ of Kendrapara district has been accorded GI (Geographical Indication). The preparation of ‘Rasabali’ is a multifarious process. It is prepared with cheese, ghee, milk and green cardamom. Only a trained confectioner will be able to prepare this delicacy and make it tasty.

LEAVE A REPLY

Please enter your comment!
Please enter your name here