କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକର ପାତାଳୀ ନଦୀ ନୌକା ଦୁର୍ଘଟଣା, ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ଚାରି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା

0
301

By Our Correspondent

BHUBANESWAR:   କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକର ପାତାଳୀ ନଦୀ ନୌକା ଦୁର୍ଘଟଣାରେ ୫ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶୋକପ୍ରକାଶ କରିଛନ୍ତି।

ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ଚାରି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସେ ସମବେଦନା ଜଣାଇଛନ୍ତି।

LEAVE A REPLY

Please enter your comment!
Please enter your name here