By Our Correspondent
BHUBANESWAR: ମୌସୁମୀ ଅତ୍ୟଧିକ ସକ୍ରିୟ, ଗତ ୨୪ଘଣ୍ଟାରେ ରାଜ୍ୟରେ ମୌସୁମୀ ଅତ୍ୟଧିକ ସକ୍ରିୟ ସହ ହାରାହାରି ବର୍ଷା ୨୬.୮ ମିମି ବର୍ଷା ରେକର୍ଡ କରାଯାଇଛି ଯାହା ସ୍ୱାଭାବିକ ବର୍ଷା ୪.୬ମିମି ତୁଳନାରେ ୪୭୭% ଅଧିକ ରହିଛି.
ଅକ୍ଟୋବର ମାସରେ ପ୍ରଥମ ତିନିଦିନରେ ୫୩.୭ ମିମି ବର୍ଷା ରେକର୍ଡ କରାଯାଇଛି ଯାହା ସ୍ୱାଭାବିକ ବର୍ଷା ୧୫.୯ ମିମି ତୁଳନାରେ ୨୩୮ ପ୍ରତିଶତ ଅଧିକ ରହିଛି |






![Ministry of Rural Development has notified the Schedule of Permissible Works under the Viksit Bharat – Guarantee for Rozgar and Ajeevika Mission (Gramin) [VB–G RAM G] Act, 2025, providing for 375 permissible works under the new rural works framework](https://indianewsdiary.com/wp-content/uploads/2026/10/Viksit-Bharat-–-Guarantee-for-Rozgar-and-Ajeevika-Mission-Gramin-VB–G-RAM-G-Act-218x150.png)


















