ଗତ ୨୪ ଘଣ୍ଟାରେ ରାଜ୍ୟରେ ୩.୫  ମିମି ବର୍ଷା ରେକର୍ଡ କରାଯାଇଛି ଯାହା ସ୍ୱାଭାବିକ ବର୍ଷା ୯.୨ ମିମି ତୁଳନାରେ ୬୨%  କମ ରହିଛି

0
321

By Our Correspondent

BHUBANESWAR:   ଗତ ୨୪ ଘଣ୍ଟାରେ ରାଜ୍ୟରେ ୩.୫  ମିମି ବର୍ଷା ରେକର୍ଡ କରାଯାଇଛି ଯାହା ସ୍ୱାଭାବିକ ବର୍ଷା ୯.୨ ମିମି ତୁଳନାରେ ୬୨%  କମ ରହିଛି.

ଚଳିତ ମୌସୁମୀ ଋତୁରେ , ୧ ଜୁନ ରୁ ଆଜି ୯  ଜୁଲାଇ ମଧ୍ୟରେ ୨୨୦.୭  ମିମି ବର୍ଷା ରେକର୍ଡ କରାଯାଇଛି ଯାହା ସ୍ୱାଭାବିକ ବର୍ଷା ୨୯୫  ମିମି ତୁଳନାରେ ୨୫ ପ୍ରତିଶତ କମ ରହିଛି.

ଏହି ପରିଧି ମଧ୍ୟରେ  ଦେବଗଡ ଜିଲ୍ଲାରେ ସର୍ବାଧିକ ୪୩୭.୩   ମିମି ବର୍ଷା ରେକର୍ଡ କରାଯାଇଛି ଯାହା ସ୍ୱାଭାବିକ ବର୍ଷା  ୨୯୨.୫  ମିମି ତୁଳନାରେ ୫୦% ଅଧିକ ରହିଛି.

ସେହିପରି କଳାହାଣ୍ଡି ଜିଲ୍ଲାରେ ୧୨୩.୫ ମିମି ସହ  ସବୁଠାରୁ କମ ପ୍ରତିଶତ ବର୍ଷା ରେକର୍ଡ କରାଯାଇଛି  ଯାହା ସ୍ୱାଭାବିକ ବର୍ଷା ତୁଳନାରେ ୬୫% କମ ରହିଛି.

LEAVE A REPLY

Please enter your comment!
Please enter your name here