ଗାନ୍ଧୀ ଜୟନ୍ତୀ ଅବସରରେ ବିଧାନସଭା ପ୍ରାଙ୍ଗଣ ସ୍ଥିତ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟର୍ପଣ

0
257
ପବିତ୍ର ଗାନ୍ଧୀ ଜୟନ୍ତୀ ଅବସରରେ ବିଧାନସଭା ପ୍ରାଙ୍ଗଣ ସ୍ଥିତ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟର୍ପଣ କରାଯିବା ସହିତ ଏକ ପ୍ରାର୍ଥନା ସଭା ଆୟୋଜନ କରାଯାଇଥିଲା ।

By Our Correspondent

BHUBANESWAR:  ପବିତ୍ର ଗାନ୍ଧୀ ଜୟନ୍ତୀ ଅବସରରେ ବିଧାନସଭା ପ୍ରାଙ୍ଗଣ ସ୍ଥିତ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟର୍ପଣ କରାଯିବା ସହିତ ଏକ ପ୍ରାର୍ଥନା ସଭା ଆୟୋଜନ କରାଯାଇଥିଲା ।

କାର୍ଯ୍ୟକ୍ରମରେ ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମହୋଦୟ ,  ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ମହୋଦୟଙ୍କ  ସମେତ ବହୁ ମାନ୍ୟଗଣ୍ୟ  ଅତିଥିଗଣ ଯୋଗଦାନ କରିଥିଲେ ।

LEAVE A REPLY

Please enter your comment!
Please enter your name here