By Our Correspondent
PURI: ଆସନ୍ତାକାଲି ତା୦୪.୦୯.୨୦୨୫ରିଖ,ଗୁରୁବାର ଭାଦ୍ରବ ଶୁକ୍ଲ ଦ୍ଵାଦଶୀ ତିଥିରେ ଶ୍ରୀମନ୍ଦିରରେ ‘ବାମନ ଜନ୍ମ’ ନୀତି ଅନୁଷ୍ଠିତ ହେବ ।
ଏଣୁ ମଧ୍ୟାହ୍ନ ଧୂପ ଛେକ ଆସିବାପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।




























