ଗୋଟିଏ ଦିନ ବଢିଲା କଟକ ବାଲିଯାତ୍ରା, ଜନ ସାଧାରଣଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି ଐତିହାସିକ  ବାଲିଯାତ୍ରାକୁ ଗୋଟିଏ ଦିନ ପାଇଁ ବଢ଼ାଇବାକୁ ନିଷ୍ପତ୍ତି

0
215
ଗୋଟିଏ ଦିନ ବଢିଲା କଟକ ବାଲିଯାତ୍ରା। ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଆଜି ଜନ ସାଧାରଣଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି ଐତିହାସିକ ବାଲିଯାତ୍ରାକୁ ଗୋଟିଏ ଦିନ ପାଇଁ ବଢ଼ାଇବାକୁ ନିଷ୍ପତ୍ତି ନେଇଛନ୍ତି।

By Our Correspondent

BHUBANESWAR:  ଗୋଟିଏ ଦିନ ବଢିଲା କଟକ ବାଲିଯାତ୍ରା। ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଆଜି ଜନ ସାଧାରଣଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି ଐତିହାସିକ  ବାଲିଯାତ୍ରାକୁ ଗୋଟିଏ ଦିନ ପାଇଁ ବଢ଼ାଇବାକୁ ନିଷ୍ପତ୍ତି ନେଇଛନ୍ତି।

ଏସମ୍ପର୍କରେ  ଆବଶ୍ୟକ ପଦକ୍ଷେପ ନେବା  ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନା ଯୋଗ୍ୟ ଯେ ବାଲି ଯାତ୍ରା ଏବେ ଲୋକଙ୍କ ପାଇଁ ମୁଖ୍ୟ ଆକର୍ଷଣ ହୋଇଛି ଓ ଏଥିରେ ବିପୁଳ ଜନ ସମାଗମ ହେଉଛି। କାର୍ତ୍ତିକ ପୂର୍ଣିମାରୁ ଆରମ୍ଭ ହୋଇଥିବା ବାଲିଯାତ୍ରା ଆଜି ଶେଷ ହେବାର ଥିଲା। #BaliJatra (୪ ଡିସେମ୍ବର, ୨୦୨୩)

LEAVE A REPLY

Please enter your comment!
Please enter your name here