ଘୁର୍ଣ୍ଣିବଳୟ ପ୍ରଭାବରେ ୪୮ ଘଣ୍ଟା ମଧ୍ୟରେ ଲଘୁଚାପ ସମ୍ଭାବନା

0
315

By Our Correspondent

BHUBANESWAR: ସୃଷ୍ଟି ହେଲା ଘୁର୍ଣ୍ଣିବଳୟ ପ୍ରଭାବରେ ୪୮ ଘଣ୍ଟା ମଧ୍ୟରେ ଲଘୁଚାପ ସମ୍ଭାବନା .

ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଓଡିଶା ଉପକୂଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି ଏବଂ ଏହା ବାୟୁମଣ୍ଡଳରେ ସମୁଦ୍ର ପତ୍ତନ ଠାରୁ  ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି , ଏହା ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଂଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି.

ମାଲକାନଗିରି , କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାର ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ସମ୍ଭାବନା .କିଛି ଜିଲ୍ଲାର ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା ହେତୁ  ଅକସ୍ମାତ ବନ୍ୟା ପରିସ୍ଥିତି ଉପୁଜିପାରେ

ତଳୁଆ ଅଞ୍ଚଳରେ ପାଣିଜମିବା  ସହ ସହର ଅଞ୍ଚଳରେ  ଟ୍ରାଫିକ ଜନିତ ସମସ୍ୟା ଉପୁଜିବାର ସମ୍ଭାବନା.

LEAVE A REPLY

Please enter your comment!
Please enter your name here