ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲାଗିରହିଛି ବର୍ଷା, ୧୨ ତାରିଖ ଠାରୁ ପୁଣି ବର୍ଷାର ପରିମାଣ ବୃଦ୍ଧି ହେବାର ସମ୍ଭାବନା ରହିଛି

0
261
rains-file

By Our Correspondent

BHUBANESWAR: ଆସନ୍ତା କାଲି ୮ ତାରିଖ ପରଠାରୁ ରାଜ୍ୟରେ ବର୍ଷାର ପ୍ରଭାବ କମିବା ସମ୍ଭାବନା ଥିବାବେଳେ, ୧୨ ତାରିଖ ଠାରୁ ପୁଣି ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ହେବାର ସମ୍ଭାବନା ରହିଛି .

ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ କିଛି ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡିକରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୭ ରୁ ୨୦ ସେମି) ସମ୍ଭାବନା ଥିବାବେଳେ ସାରା ରାଜ୍ୟରେ ବିସ୍ତୃତି ବର୍ଷାର ସମ୍ଭାବନା ରହିଛି.

ଗତକାଲିର ଘୂର୍ଣ୍ଣିବଳୟ ଆଜି ଆଭ୍ୟନ୍ତରୀଣ ଓଡ଼ିଶାର ମଧ୍ୟଭାଗ ଏବଂ ପାର୍ଶ୍ଵବର୍ତ୍ତୀ ଛତିଶଗଡ ଅଞ୍ଚଳରେ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ସକ୍ରିୟ , ପ୍ରଭାବରେ ଆହୁରି ୨୪ ଘଣ୍ଟା ରାଜ୍ୟରେ ବିସ୍ତୃତି ବର୍ଷା ତଥା ପଶ୍ଚିମ ଓଡିଶା ର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା.

LEAVE A REPLY

Please enter your comment!
Please enter your name here