ଚଳିତ ଅପ୍ରେଲ ୧୮ ରୁ ୨୦ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟଗୁଡିକୁ ବନ୍ଦ

0
64

By Our Correspondent

BHUBANESWAR:   ସଂପ୍ରତି ରାଜ୍ୟରେ ଗ୍ରୀଷ୍ମପ୍ରବାହ ଓ ତାପମାତ୍ରା ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟକୁ ତିନିଦିନ ପାଇଁ ବନ୍ଦ କରିଛନ୍ତି |

ଚଳିତ ଅପ୍ରେଲ ୧୮ ରୁ ୨୦ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟଗୁଡିକୁ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି |

 

LEAVE A REPLY

Please enter your comment!
Please enter your name here